କଲେଜ ଟାଇମ
କଲେଜ ଟାଇମ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ମୋହନ ସାହୁ |
ପ୍ରଯୋଜକ | ଉତ୍ତମ କୁମାର ପାଣିଗ୍ରାହୀ |
ସଂଳାପ | ଶରଣାରବିନ୍ଦ ଓଝା |
ଚିତ୍ରନାଟ୍ୟ | ସୁଧାଂଶୁ ମୋହନ ସାହୁ |
କାହାଣୀ | ଶରଣାରବିନ୍ଦ ଓଝା |
କଳାକାର | ଅମ୍ଳାନ ଦାସ ରିୟା ଦେ ମିହିର ଦାସ |
ସଙ୍ଗୀତ | ପ୍ରଶାନ୍ତ ପାଢ଼ୀ |
ଚିତ୍ରଗ୍ରହଣ | ସଞ୍ଜୀବ ମହାପାତ୍ର |
ସମ୍ପାଦକ | ଚନ୍ଦ୍ର ଶେଖର ମିଶ୍ର |
ମୁକ୍ତିଲାଭ ତାରିଖ | ୨୩ ଜାନୁଆରୀ ୨୦୧୫ |
ଦେଶ | ଭାରତ |
ଭାଷା | ଓଡ଼ିଆ |
କଲେଜ ଟାଇମ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଉତ୍ତମ କୁମାର ପାଣିଗ୍ରାହୀ । ଗାୟତ୍ରୀ ଏଣ୍ଟରଟେନମେଣ୍ଟ ପ୍ରାଇଭେଟ ଲିମିଟେଡ ବ୍ୟାନନରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି ।[୧] ଏହି ଚଳଚ୍ଚିତ୍ରଟିର କାହାଣୀ ଏବଂ ସଂଳାପ ଲେଖିଥିଲେ ଶରଣାରବିନ୍ଦ ଓଝା । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ- ନିର୍ଦ୍ଦେଶନା ଦେଇଥିଲେ ।[୨] ଗୀତିକାର ଅରୁଣ ମନ୍ତ୍ରୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ । ଉଦିତ ନାରାୟଣ, ଇରା ମହାନ୍ତି, ଜାବେଦ ଅଲ୍ଲୀ, ବିନୋଦ ରାଠୋଡ଼, ମାନସ ପ୍ରୀତମ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।[୩]
ଏହି ଚଳଚ୍ଚିତ୍ର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ଅମ୍ଳାନ ଦାସ ଏବଂ ନାୟିକା ରିୟା ଦେ ।[୪][୫] ମିହିର ଦାସ ଏହି ଚଳଚ୍ଚିତ୍ରର ମଧ୍ୟ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଅରୁଣ ମନ୍ତ୍ରୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ଉଦିତ ନାରାୟଣ, ଇରା ମହାନ୍ତି, ଜାବେଦ ଅଲ୍ଲୀ, ବିନୋଦ ରାଠୋଡ଼, ମାନସ ପ୍ରୀତମ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|---|---|
1. | "କଲେଜ ଟାଇମ" | |
2. | "ବେବି ଡଲ୍" | |
3. | "ଗାର୍ଲଫ୍ରେଣ୍ଡ ବସ୍ତାରେ" | |
4. | "ଜୀବନ ହୋଇଛି" | |
5. | "ରେ ମେଘ ତୁ ଆ" | |
6. | "ଶ୍ରୀ ଗଣେଶ" | |
7. | "ଥରେ ଥରେ ମୋ ମନ" |
ଆଧାର
[ସମ୍ପାଦନା]- ↑ "College Time (2015)". Odiafilms.in. Archived from the original on 12 August 2017. Retrieved 9 August 2017.
- ↑ "College Time (କଲେଜ ଟାଇମ) - 2015 Odia Film". Odia Portal. Retrieved 9 August 2017.
- ↑ "College Time". Odia Movie Database. Retrieved 9 August 2017.
- ↑ "କାହିଁକି ଏହି ନାୟକ ଏବେ ରୀୟାଙ୍କର ପ୍ରିୟ? | Sambad". Sambad (in Odia). Odisha. 21 September 2018. Archived from the original on 19 August 2020. Retrieved 2 October 2018.
{{cite news}}
: no-break space character in|title=
at position 8 (help)CS1 maint: unrecognized language (link) - ↑ "ଅମ୍ଳାନ-ରୀୟା ଯୋଡ଼ିର 'ଲାଗିଲା ରଙ୍ଗ ଗୋଲାପି ଗୋଲାପି'". Sambad (in Odia). 28 April 2023. Archived from the original on 29 September 2023. Retrieved 29 September 2023.
{{cite web}}
: CS1 maint: unrecognized language (link) - ↑ "ଆଜି ପରଦାକୁ ଆସୁଛି ଅମ୍ଳାନଙ୍କ 'ଲାଗେ ପ୍ରେମ ନଜର'". ସମ୍ବାଦ. ଭୁବନେଶ୍ୱର: sambad.in. 8 July 2022. Archived from the original on 24 October 2022. Retrieved 24 October 2022.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ କଲେଜ ଟାଇମ